2 ବଂଶାବଳୀ 6:12 - ପବିତ୍ର ବାଇବଲ12 ଶଲୋମନ ସଦାପ୍ରଭୁଙ୍କ ଯଜ୍ଞବେଦିର ସମ୍ମୁଖରେ ଠିଆ ହେଲେ। ସେ ଏକତ୍ରିତ ସମଗ୍ର ଇସ୍ରାଏଲର ଲୋକମାନଙ୍କର ସମ୍ମୁଖରେ ଠିଆ ହେଲେ। ଏହା ପରେ ଶଲୋମନ ତାଙ୍କର ହସ୍ତ ପ୍ରସାରିତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ; Viz kapitolaଓଡିଆ ବାଇବେଲ12 ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ; Viz kapitola |