2 ବଂଶାବଳୀ 6:13 - ପବିତ୍ର ବାଇବଲ13 ଶଲୋମନ 2.6 ମିଟର ଲମ୍ବ ଓ 2.6 ମିଟର ପ୍ରସ୍ଥ ଓ 1.5 ମିଟର ଉଚ୍ଚତା ବିଶିଷ୍ଟ ପିତ୍ତଳର ଏକ ମଞ୍ଚ ନିର୍ମାଣ କରିଥିଲେ ଓ ତାହାକୁ ବାହାର ପ୍ରାଙ୍ଗଣର ମଧ୍ୟଭାଗରେ ସ୍ଥାପିତ କରିଥିଲେ। ଏହା ପରେ, ସେ ସେହି ମଞ୍ଚ ଉପରେ ଠିଆ ହେଲେ ଓ ଏକତ୍ରିତ ହୋଇଥିବା ସମଗ୍ର ଇସ୍ରାଏଲର ଲୋକମାନଙ୍କ ସମ୍ମୁଖରେ ଆଣ୍ଠୋଇ ପଡ଼ିଲେ। ଶଲୋମନ ଆକାଶ ଆଡ଼େ ଆପଣା ଦୁଇ ହସ୍ତ ବିସ୍ତାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚା ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁ ପାତି ସ୍ଵର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ, Viz kapitolaଓଡିଆ ବାଇବେଲ13 କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁ ପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ, Viz kapitola |