2 ବଂଶାବଳୀ 6:18 - ପବିତ୍ର ବାଇବଲ18 “କିନ୍ତୁ ଆମ୍ଭେମାନେ ଜାଣୁ ଯେ ତୁମ୍ଭେ ପରମେଶ୍ୱର, ପ୍ରକୃତରେ ଏହି ପୃଥିବୀରେ ମନୁଷ୍ୟମାନଙ୍କ ସହିତ ବସବାସ କରିବ ନାହିଁ। ସ୍ୱର୍ଗ ଓ ଉଚ୍ଚତମ ସ୍ୱର୍ଗଗଣ ତୁମ୍ଭକୁ ଧାରଣ କରି ପାରନ୍ତି ନାହିଁ। ଆଉ ଆମ୍ଭେମାନେ ଜାଣୁ ଯେ, ମୁଁ ନିର୍ମିତ କରିଥିବା ଏହି ମନ୍ଦିର ତୁମ୍ଭକୁ ଧାରଣ କରି ନ ପାରେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ପରମେଶ୍ଵର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତା; ବାସ କରିବେ? ଦେଖ, ସ୍ଵର୍ଗ ଓ ସ୍ଵର୍ଗର (ଉପରିସ୍ଥ) ସ୍ଵର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ? Viz kapitolaଓଡିଆ ବାଇବେଲ18 ମାତ୍ର ପରମେଶ୍ୱର କ’ଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କ’ଣ ପାରିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ପରମେଶ୍ୱର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ? Viz kapitola |