2 ବଂଶାବଳୀ 6:2 - ପବିତ୍ର ବାଇବଲ2 ହେ ସଦାପ୍ରଭୁ, ତୁମ୍ଭେ ବାସ କରିବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିଅଛି। ଅନନ୍ତକାଳ ବାସ କରିବା ପାଇଁ ଏହା ତୁମ୍ଭ ନିମନ୍ତେ ଏକ ଉଚ୍ଚ ମନ୍ଦିର ସ୍ଥାନ ଅଟେ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି। Viz kapitolaଓଡିଆ ବାଇବେଲ2 ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି।” Viz kapitola |