2 ବଂଶାବଳୀ 6:24 - ପବିତ୍ର ବାଇବଲ24 “ଯଦି ତୁମ୍ଭର ଇସ୍ରାଏଲର ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କଲେ ଜଣେ ଶତ୍ରୁ ଆସି ହୁଏତ ସେମାନଙ୍କୁ ପରାସ୍ତ କରିପାରେ। ଆଉ ତା'ପରେ, ଯଦି ଇସ୍ରାଏଲର ଲୋକମାନେ ତୁମ୍ଭ ନିକଟକୁ ଫେରି ଆସନ୍ତି ଓ ତୁମ୍ଭ ନିକଟରେ ପାପ ସ୍ୱୀକାର କରନ୍ତି ଏବଂ ଏହି ମନ୍ଦିରରେ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି ଓ ତୁମ୍ଭର କରୁଣା ଭିକ୍ଷା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ଵୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି; Viz kapitolaଓଡିଆ ବାଇବେଲ24 ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି; Viz kapitola |