2 ବଂଶାବଳୀ 6:25 - ପବିତ୍ର ବାଇବଲ25 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ତୁମ୍ଭର ଲୋକ ଇସ୍ରାଏଲର ପାପ କ୍ଷମା କର। ତୁମ୍ଭେ ସେମାନଙ୍କୁ ଓ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେମାନଙ୍କୁ ପୁନର୍ବାର ସେଠାକୁ ଫେରାଇ ଆଣ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତେବେ ତୁମ୍ଭେ ସ୍ଵର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ। Viz kapitolaଓଡିଆ ବାଇବେଲ25 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ। Viz kapitola |