2 ବଂଶାବଳୀ 6:29 - ପବିତ୍ର ବାଇବଲ29 ଆଉ, ତା'ପରେ ଇସ୍ରାଏଲର ତୁମ୍ଭର ପ୍ରତ୍ୟେକ ବ୍ୟକ୍ତି ନିଜର ସମସ୍ୟା ଓ କ୍ଳେଶ ଜାଣି ସେମାନଙ୍କ ମଧ୍ୟରୁ କେହି ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରେ, ଆଉ ଯଦି ସେହି ବ୍ୟକ୍ତି ଏହି ମନ୍ଦିର ଆଡ଼େ ଗ୍ଭହିଁ ତାହାର ହସ୍ତ ପ୍ରସାର କରେ, Viz kapitolaପବିତ୍ର ବାଇବଲ (Re-edited) - (BSI)29 ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ, Viz kapitolaଓଡିଆ ବାଇବେଲ29 ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ, Viz kapitola |