Online Bible

- Reklamy -




2 ବଂଶାବଳୀ 6:37 - ପବିତ୍ର ବାଇବଲ

37 କିନ୍ତୁ ତାହାପରେ ସେମାନେ ବନ୍ଦୀରୂପେ ରହିଥିବା ଦେଶରେ ଅନୁତାପ କରିବେ ଓ ତୁମ୍ଭ ଦୟା ପାଇଁ ପ୍ରାର୍ଥନା କରିବେ। ସେମାନେ କହିବେ, ‘ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଭୁଲ୍ କରିଅଛୁ ଓ ଆମ୍ଭେମାନେ ଦୁଷ୍ଟତା ପୂର୍ବକ ଆଚରଣ କରିଅଛୁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ଵ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;

Viz kapitola kopírovat

ଓଡିଆ ବାଇବେଲ

37 ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ୱ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କରିଅଛୁ ଓ ବିପଥଗାମୀ ଓ ଦୁଷ୍ଟପଣ କରିଅଛୁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ୱ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କରିଅଛୁ ଓ ବିପଥଗାମୀ ଓ ଦୁଷ୍ଟପଣ କରିଅଛୁ;’

Viz kapitola kopírovat




2 ବଂଶାବଳୀ 6:37

Následuj nás:

Reklamy


Reklamy