2 ବଂଶାବଳୀ 6:4 - ପବିତ୍ର ବାଇବଲ4 ଶଲୋମନ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା କର। ସଦାପ୍ରଭୁ ମୋ’ ପିତା ଦାଉଦଙ୍କ ସହିତ କଥା ହେବା ସମୟରେ ଯାହା କରିବା ନିମନ୍ତେ ପ୍ରତିଜ୍ଞା କରିଥିଲେ, ତାହା ସଫଳ କରିଛନ୍ତି। ସଦାପ୍ରଭୁ ପରମେଶ୍ୱର ଏହା କହିଥିଲେ: Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ ସେ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ, ସେ ଆପଣା ମୁଖରେ ମୋʼ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା, Viz kapitolaଓଡିଆ ବାଇବେଲ4 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋ’ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋʼ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା, Viz kapitola |