2 ବଂଶାବଳୀ 6:42 - ପବିତ୍ର ବାଇବଲ42 ସଦାପ୍ରଭୁ ପରମେଶ୍ୱର, ତୁମ୍ଭର ଅଭିଷିକ୍ତ ରାଜାକୁ ଗ୍ରହଣ କର। ତୁମ୍ଭର ଅନୁଗତ ଦାସ ଦାଉଦଙ୍କୁ ସ୍ମରଣ କର!” Viz kapitolaପବିତ୍ର ବାଇବଲ (Re-edited) - (BSI)42 ହେ ସଦାପ୍ରଭୋ, ପରମେଶ୍ଵର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର। Viz kapitolaଓଡିଆ ବାଇବେଲ42 ହେ ସଦାପ୍ରଭୁ, ପରମେଶ୍ୱର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ହେ ସଦାପ୍ରଭୋ ପରମେଶ୍ୱର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର।” Viz kapitola |