Online Bible

- Reklamy -




2 ବଂଶାବଳୀ 6:5 - ପବିତ୍ର ବାଇବଲ

5 ‘ଆମ୍ଭେ ଆମ୍ଭର ଲୋକମାନଙ୍କୁ ମିଶର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭେ ଆମ୍ଭର ନାମରେ ଗୃହଟିଏ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲର କୌଣସି ପରିବାରବର୍ଗର ନଗରରେ ଗୋଟିଏ ସ୍ଥାନ ସୁଦ୍ଧା ମନୋନୀତ କରି ନାହୁଁ। ଆମ୍ଭ ଲୋକ, ଇସ୍ରାଏଲର ଲୋକମାନଙ୍କୁ ନେତୃତ୍ୱ ଦେବା ନିମନ୍ତେ ଆମ୍ଭେ କୌଣସି ଗୋଟିଏ ଲୋକକୁ ସୁଦ୍ଧା ମନୋନୀତ କରି ନାହୁଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରିନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରିନାହୁଁ;

Viz kapitola kopírovat

ଓଡିଆ ବାଇବେଲ

5 ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ‘ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;

Viz kapitola kopírovat




2 ବଂଶାବଳୀ 6:5

Následuj nás:

Reklamy


Reklamy