2 ବଂଶାବଳୀ 6:9 - ପବିତ୍ର ବାଇବଲ9 କିନ୍ତୁ ତୁମ୍ଭେ ନୁହଁ, ତୁମ୍ଭର ନିଜର ପୁତ୍ର ମୋ’ ନାମ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରିବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)9 ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ। Viz kapitolaଓଡିଆ ବାଇବେଲ9 ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’ Viz kapitola |