Online Bible

- Reklamy -




2 ବଂଶାବଳୀ 7:16 - ପବିତ୍ର ବାଇବଲ

16 ଆମ୍ଭେ ଏହି ମନ୍ଦିରକୁ ମନୋନୀତ କରୁଅଛୁ ଏବଂ ଆମ୍ଭ ନାମ ଯେପରି ଚିରକାଳ ନିମନ୍ତେ ଏହି ସ୍ଥାନରେ ରହିବ, ସେଥିନିମନ୍ତେ ଆମ୍ଭେ ଏହାକୁ ପବିତ୍ର କରିଅଛୁ। ହଁ, ଆମ୍ଭ ଚକ୍ଷୁ ଓ ହୃଦୟ ଏହି ମନ୍ଦିରରେ ସଦାସର୍ବଦା ରହିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଏହି ଗୃହରେ ଆମ୍ଭର ନାମ ଅନ; କାଳ ରହିବା ପାଇଁ ଆମ୍ଭେ ତାହା ମନୋନୀତ ଓ ପବିତ୍ର କଲୁ; ଆଉ, ଏହି ସ୍ଥାନ ପ୍ରତି ଆମ୍ଭର ଚକ୍ଷୁ ଓ ଆମ୍ଭର ଚିତ୍ତ ନିରନ୍ତର ଥିବ।

Viz kapitola kopírovat

ଓଡିଆ ବାଇବେଲ

16 କାରଣ ଏହି ଗୃହରେ ଆମ୍ଭର ନାମ ଅନନ୍ତ କାଳ ରହିବା ପାଇଁ ଆମ୍ଭେ ତାହା ମନୋନୀତ ଓ ପବିତ୍ର କଲୁ; ଆଉ, ଏହି ସ୍ଥାନ ପ୍ରତି ଆମ୍ଭର ଚକ୍ଷୁ ଓ ଆମ୍ଭର ଚିତ୍ତ ନିରନ୍ତର ଥିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଏହି ଗୃହରେ ଆମ୍ଭର ନାମ ଅନନ୍ତକାଳ ରହିବା ପାଇଁ ଆମ୍ଭେ ତାହା ମନୋନୀତ ଓ ପବିତ୍ର କଲୁ; ଆଉ, ଏହି ସ୍ଥାନ ପ୍ରତି ଆମ୍ଭର ଚକ୍ଷୁ ଓ ଆମ୍ଭର ଚିତ୍ତ ନିରନ୍ତର ଥିବ।

Viz kapitola kopírovat




2 ବଂଶାବଳୀ 7:16

Následuj nás:

Reklamy


Reklamy