Online Bible

- Reklamy -

2 ବଂଶାବଳୀ 7:6 - ପବିତ୍ର ବାଇବଲ

6 ଯାଜକମାନେ ସେମାନଙ୍କର କାର୍ଯ୍ୟ କରିବା ନିମନ୍ତେ ପ୍ରସ୍ତୁତ ହୋଇ ଠିଆ ହୋଇ ରହିଥିଲେ। ଲେବୀୟଗଣ ଯେଉଁ ବାଦ୍ୟଯନ୍ତ୍ରଗୁଡ଼ିକ ସହିତ ଠିଆ ହୋଇ ରହିଥିଲେ, ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେହି ବାଦ୍ୟଯନ୍ତ୍ରଗୁଡ଼ିକ ରାଜା ଦାଉଦଙ୍କ ଦ୍ୱାରା ନିର୍ମିତ ହୋଇଥିଲା। ଯାଜକ ଓ ଲେବୀୟମାନେ କହୁଥିଲେ, “ସଦାପ୍ରଭୁଙ୍କ ପ୍ରେମ ଚିରକାଳସ୍ଥାୟୀ ଅଟେ!” ସେମାନେ ଲେବୀୟମାନଙ୍କ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କର ବିପରୀତ ଦିଗରେ ଠିଆ ହୋଇ ତୂରୀ ବଜାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସାଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହିସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।

Viz kapitola kopírovat

2 ବଂଶାବଳୀ 7:6

Následuj nás:

Reklamy

Reklamy