2 ବଂଶାବଳୀ 7:8 - ପବିତ୍ର ବାଇବଲ8 ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକ ସାତ ଦିନ ପର୍ଯ୍ୟନ୍ତ ଭୋଜି ଉତ୍ସବ ପାଳନ କଲେ। ଶଲୋମନଙ୍କ ସହିତ ଲୋକମାନଙ୍କର ଏକ ବିରାଟ ସମାବେଶ ହେଲା। ସେହି ଲୋକମାନେ ଲିବୋ-ହମାତ୍ ଓ ମିଶରର ସୀମାରୁ ଆସିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ। Viz kapitolaଓଡିଆ ବାଇବେଲ8 ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ। Viz kapitola |