2 ବଂଶାବଳୀ 7:9 - ପବିତ୍ର ବାଇବଲ9 ଅଷ୍ଟମ ଦିନରେ ସେମାନେ ଏକ ପବିତ୍ର ସଭା କଲେ, କାରଣ ସେମାନେ ସାତ ଦିନ ଯଜ୍ଞବେଦିକୁ ଉତ୍ସର୍ଗ କରିବାରେ କଟାଇଲେ। ଆଉ ସେମାନେ ସାତ ଦିନ ପର୍ଯ୍ୟନ୍ତ ଭୋଜି ଉତ୍ସବ ପାଳନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ଅଷ୍ଟମ ଦିନରେ ସେମାନେ ମହାସଭା କଲେ; କାରଣ ସେମାନେ ସାତ ଦିନ ଯଜ୍ଞବେଦିର ପ୍ରତିଷ୍ଠା ଓ ସାତ ଦିନ ଉତ୍ସବ କଲେ। Viz kapitolaଓଡିଆ ବାଇବେଲ9 ପୁଣି ଅଷ୍ଟମ ଦିନରେ ସେମାନେ ମହାସଭା କଲେ; କାରଣ ସେମାନେ ସାତ ଦିନ ଯଜ୍ଞବେଦିର ପ୍ରତିଷ୍ଠା ଓ ସାତ ଦିନ ଉତ୍ସବ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ଅଷ୍ଟମ ଦିନରେ ସେମାନେ ମହାସଭା କଲେ; କାରଣ ସେମାନେ ସାତ ଦିନ ଯଜ୍ଞବେଦିର ପ୍ରତିଷ୍ଠା ଓ ସାତ ଦିନ ଉତ୍ସବ କଲେ। Viz kapitola |