Online Bible

- Reklamy -




2 ବଂଶାବଳୀ 8:13 - ପବିତ୍ର ବାଇବଲ

13 ମୋଶା ଯେଉଁ ପ୍ରକାର ଆଦେଶ ଦେଇଥିଲେ, ଶଲୋମନ ସେହି ପ୍ରକାରେ ପ୍ରତ୍ୟେକ ଦିନ ବଳି ଉତ୍ସର୍ଗ କଲେ। ବିଶ୍ରାମବାର, ଅମାବାସ୍ୟା ଉତ୍ସବ ଓ ତ୍ରୟବାର୍ଷିକ ଛୁଟିଦିବସ ଗୁଡ଼ିକରେ ବଳି ଉତ୍ସର୍ଗ କରାଯାଉ ଥିଲା। ଏହି ତ୍ରୟବାର୍ଷିକ ଛୁଟିଦିବସଗୁଡ଼ିକ ଥିଲା ବିନା ଖମୀରର ତାଡ଼ିଶୂନ୍ୟ ରୋଟୀର ପର୍ବ, ସପ୍ତାହବ୍ୟାପି ପର୍ବ ଓ ଆଶ୍ରୟଦାୟକ ପର୍ବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସେ ମୋଶାଙ୍କର ଆଜ୍ଞାପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୋଟୀର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ଵୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।

Viz kapitola kopírovat

ଓଡିଆ ବାଇବେଲ

13 ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍‍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍‍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।

Viz kapitola kopírovat




2 ବଂଶାବଳୀ 8:13

Následuj nás:

Reklamy


Reklamy