2 ବଂଶାବଳୀ 8:17 - ପବିତ୍ର ବାଇବଲ17 ଏହା ପରେ ଶଲୋମନ ଇତ୍ସିୟୋନ-ଗେବର ଓ ଏଲତ ସହରମାନଙ୍କୁ ଗଲେ। ସେହି ସହରଗୁଡ଼ିକ ଇଦୋମ ଦେଶରେ ସମୁଦ୍ର ନିକଟରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସୀୟୋନ-ଗେବରକୁ ଓ ଏଲତକୁ ଗଲେ। Viz kapitolaଓଡିଆ ବାଇବେଲ17 ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସିୟୋନ-ଗେବରକୁ ଓ ଏଲତକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସିୟୋନ-ଗେବରକୁ ଓ ଏଲତ୍କୁ ଗଲେ। Viz kapitola |