2 ବଂଶାବଳୀ 8:18 - ପବିତ୍ର ବାଇବଲ18 ହୂରମ୍ ଶଲୋମନଙ୍କ ନିକଟକୁ ଜାହାଜ ସବୁ ପଠାଇଲେ। ହୂରମ୍ଙ୍କ ନିଜସ୍ୱ ଲୋକମାନେ ଜାହାଜଗୁଡ଼ିକୁ ବାହିଲେ। ହୂରମ୍ଙ୍କ ଲୋକମାନେ ଦକ୍ଷ ନାବିକ ଥିଲେ। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କର ଦାସମାନଙ୍କ ସହିତ ଓଫୀରକୁ ଗଲେ ଓ ସେଠାରୁ ରାଜା ଶଲୋମନଙ୍କ ନିମନ୍ତେ 450 ତାଳନ୍ତ ସୁନା ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀର୍କୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳ; ସୁନା ଆଣିଲେ। Viz kapitolaଓଡିଆ ବାଇବେଲ18 ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ। Viz kapitola |