2 ବଂଶାବଳୀ 9:11 - ପବିତ୍ର ବାଇବଲ11 ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରର ପାହାଚ ଓ ରାଜାଙ୍କ ଗୃହ ନିର୍ମାଣ କରିବା ନିମନ୍ତେ ଆଲ୍ଗମ୍ କାଠକୁ ବ୍ୟବହାର କଲେ। ଶଲୋମନ ଗାୟକମାନଙ୍କ ନିମନ୍ତେ ବୀଣା ଓ ସାରଙ୍ଗ ବାଦ୍ୟ ନିର୍ମାଣ କରିବା ନିମନ୍ତେ ମଧ୍ୟ ଆଲ୍ଗମ୍ କାଠ ବ୍ୟବହାର କଲେ। ଯିହୁଦା ଦେଶର କୌଣସି ବ୍ୟକ୍ତି ଆଲ୍ଗମ୍ କାଠରୁ ଏପ୍ରକାର ସୁନ୍ଦର ବସ୍ତୁ ନିର୍ମିତ ହେବା ପୂର୍ବରୁ କେବେ ମଧ୍ୟ ଦେଖି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ରାଜା ସେହି ଚନ୍ଦନକାଷ୍ଠ ଦ୍ଵାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନକାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା। Viz kapitolaଓଡିଆ ବାଇବେଲ11 ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା। Viz kapitola |