Online Bible

- Reklamy -




2 ବଂଶାବଳୀ 9:19 - ପବିତ୍ର ବାଇବଲ

19 ଛଅ ଗୋଟି ପାହାଚରେ ବାର ଗୋଟି ସିଂହଙ୍କର ପ୍ରତିମୂର୍ତ୍ତି ଥିଲା। ପ୍ରତ୍ୟେକ ପାହାଚର ଶେଷରେ ଗୋଟିଏ ସିଂହ ଥିଲା। ଅନ୍ୟ କୌଣସି ରାଜ୍ୟରେ ଏ ପ୍ରକାର ସିଂହାସନ ନିର୍ମିତ ହୋଇ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।

Viz kapitola kopírovat

ଓଡିଆ ବାଇବେଲ

19 ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।

Viz kapitola kopírovat




2 ବଂଶାବଳୀ 9:19

Následuj nás:

Reklamy


Reklamy