2 ବଂଶାବଳୀ 9:21 - ପବିତ୍ର ବାଇବଲ21 ରାଜା ଶଲୋମନଙ୍କର ଜାହାଜମାନ ଥିଲା, ଯେଉଁଗୁଡ଼ିକ କି ତର୍ଶୀଶକୁ ଯାଉଥିଲା। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କ ଜାହାଜର ନାବିକ ଥିଲେ। ପ୍ରତି ତିନି ବର୍ଷରେ ଥରେ ସେହି ଜାହାଜଗୁଡ଼ିକ ଶଲୋମନଙ୍କ ନିକଟକୁ ସୁନା, ରୂପା, ହାତୀଦାନ୍ତ, ମାଙ୍କଡ଼ ଓ ମୟୁରମାନ ବହି ଆଣୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶ୍ଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶ୍ର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି। Viz kapitolaଓଡିଆ ବାଇବେଲ21 କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶ୍ଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶ୍ର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି। Viz kapitola |