Online Bible

- Reklamy -




2 ବଂଶାବଳୀ 9:24 - ପବିତ୍ର ବାଇବଲ

24 ପ୍ରତି ବର୍ଷ ସେହି ରାଜାମାନେ ଶଲୋମନଙ୍କ ନିମନ୍ତେ ଉପହାରମାନ ନେଇ ଆସୁଥିଲେ। ସେମାନେ ସୁନା, ରୂପା ଦ୍ରବ୍ୟ, ବସ୍ତ୍ର, ଯୁଦ୍ଧସାଜ, ମଶାଲ, ଅଶ୍ୱଗୁଡ଼ିକ ଓ ଖଚରମାନ ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟୀ ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧିଦ୍ରବ୍ୟ, ଅଶ୍ଵ ଓ ଖଚର ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

24 ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟୀ ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟି ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।

Viz kapitola kopírovat




2 ବଂଶାବଳୀ 9:24

Následuj nás:

Reklamy


Reklamy