2 ବଂଶାବଳୀ 9:31 - ପବିତ୍ର ବାଇବଲ31 ଏହା ପରେ, ଶଲୋମନ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ଲୋକମାନେ ତାହାଙ୍କୁ ତାଙ୍କର ପିତା ଦାଉଦଙ୍କ ନଗରରେ କବର ଦେଲେ। ଶଲୋମନଙ୍କ ସ୍ଥାନରେ ଶଲୋମନଙ୍କ ପୁତ୍ର ରିହବିୟାମ୍ ନୂତନ ରାଜା ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ31 ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ। Viz kapitola |