Online Bible

- Reklamy -




2 ବଂଶାବଳୀ 9:9 - ପବିତ୍ର ବାଇବଲ

9 ଏହା ପରେ ଶିବାର ରାଣୀ ରାଜା ଶଲୋମନଙ୍କୁ 120 ତାଳନ୍ତ ସୁନା, ପ୍ରଚୁର ପରିମାଣର ମସଲା ଓ ମୂଲ୍ୟବାନ ପ୍ରସ୍ତରମାନ ପ୍ରଦାନ କଲେ। ଶିବାର ରାଣୀଙ୍କ ପରି କୌଣସି ବ୍ୟକ୍ତି ଶଲୋମନଙ୍କୁ ଏ ପ୍ରକାର ବିଶୁଦ୍ଧ ମସଲା ଦେଇ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳ; ସୁନା ଓ ଅତି ବିସ୍ତର ସୁଗନ୍ଧିଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧିଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧିଦ୍ରବ୍ୟ ଆଉ ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

9 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା।

Viz kapitola kopírovat




2 ବଂଶାବଳୀ 9:9

Následuj nás:

Reklamy


Reklamy