Online Bible

- Reklamy -




୨ କରିନ୍ଥୀୟ 1:10 - ପବିତ୍ର ବାଇବଲ

10 ପରମେଶ୍ୱର ଆମ୍ଭମାନଙ୍କୁ ମୃତ୍ୟୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ୱର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;

Viz kapitola kopírovat

ଓଡିଆ ବାଇବେଲ

10 ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ଏହିପରି ଭୟାନକ ମରଣାନ୍ତକ ବିପଦରୁ ସେ ଆମକଚ ଉଦ୍ଧାର କରିଛନ୍ତି ଓ କରୁଥିବେ। ସେ ପୁନଶ୍ଚ ଆମ୍ଭମାନଙ୍କୁ ସୁରକ୍ଷା କରିବେ- ଏ ଭରସା ଆମର ତାଙ୍କଠାରେ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;

Viz kapitola kopírovat




୨ କରିନ୍ଥୀୟ 1:10

Následuj nás:

Reklamy


Reklamy