୨ କରିନ୍ଥୀୟ 1:11 - ପବିତ୍ର ବାଇବଲ11 ତୁମ୍ଭେମାନେ ନିଜ ପ୍ରାର୍ଥନା ଦ୍ୱାରା ଆମ୍ଭକୁ ସାହାଯ୍ୟ କରିପାର। ଅନେକେ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେବେ, ଯେହେତୁ ସେମାନଙ୍କର ପ୍ରାର୍ଥନା ଦ୍ୱାରା ପରମେଶ୍ୱର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେମାନେ ତ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହଦାନ ଦତ୍ତ ହୋଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁଳ ଧନ୍ୟବାଦ ଦିଆଯାଏ। Viz kapitolaଓଡିଆ ବାଇବେଲ11 ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ । Viz kapitolaପବିତ୍ର ବାଇବଲ (CL) NT (BSI)11 ତୁମ୍ଭେମାନେ ପ୍ରାର୍ଥନା ଦ୍ୱାରା ଆମକୁ ସାହାର୍ଯ୍ୟ କର। ତାହେଲେ, ଆମ ପାଇଁ ଅନେକେ ଈଶ୍ୱରଙ୍କଠାରେ କୃତଜ୍ଞତା ଜ୍ଞାପନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ। Viz kapitola |