Online Bible

- Reklamy -




୨ କରିନ୍ଥୀୟ 1:17 - ପବିତ୍ର ବାଇବଲ

17 ତୁମ୍ଭେମାନେ କ’ଣ ଭାବୁଛ ଯେ, ଏହି ଯୋଜନାଗୁଡ଼ିକୁ କଲାବେଳେ ମୁଁ ପ୍ରକୃତରେ ଚିନ୍ତା କରି ନ ଥିଲି? ବା ଜାଗତିକ ଜ୍ଞାନରେ କରିଥିଲି, ଯେ ଏକା ସମୟରେ “ହଁ, ହଁ” କହୁଥିବା ଓ “ନା, ନା” ମଧ୍ୟ କହୁଥିବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତେବେ ଏହିପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଲଘୁ ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?

Viz kapitola kopírovat

ଓଡିଆ ବାଇବେଲ

17 ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କ'ଣ ଅସ୍ଥିର ଭାବରେ ଆଚରଣ କରିଥିଲି ? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କ'ଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ମୁଁକଣ ଅନିଶ୍ଚିତ ଭାବରେ ଏହି କାର୍ଯ୍ୟସୂଚୀ ପ୍ରସ୍ଥତ କରିଥିଲି? ଯେଉଁମାନେ ଏକ ସଙ୍ଗରେ “ହଁ, ହଁ” ଓ “ନା, ନା” କରନ୍ତି, ସେମାନଙ୍କ ପରି କଅଣ ମୁଁ ନିଜର ସ୍ୱାର୍ଥସିଦ୍ଧି ପାଇଁ ମୋର କାର୍ଯ୍ୟକ୍ରମ କରିଥ।।ଏ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?

Viz kapitola kopírovat




୨ କରିନ୍ଥୀୟ 1:17

Následuj nás:

Reklamy


Reklamy