୨ କରିନ୍ଥୀୟ 1:20 - ପବିତ୍ର ବାଇବଲ20 କାରଣ ପରମେଶ୍ୱର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠାରେ ସେ ସବୁଗଡ଼ିକ “ହଁ” ହୋଇଛି। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମରେ “ଆମେନ୍” ବୋଲି କହିଥାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯେଣୁ ଈଶ୍ଵରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ଵାରା ଈଶ୍ଵରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ। Viz kapitolaଓଡିଆ ବାଇବେଲ20 ଯେଣୁ ଈଶ୍ୱରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ । Viz kapitolaପବିତ୍ର ବାଇବଲ (CL) NT (BSI)20 ଈଶ୍ୱରଙ୍କ ସମସ୍ତ ପ୍ରତିଶ୍ରୁତି ତାଙ୍କଠାରେ ସଫଳ ହୋଇଛି। ସେଥପାଇଁ ଯୀଶୁ ଖ୍ରୀଶ୍ଟଙ୍କ ହେତୁ ଆମର “ଆମେନ୍” ଈଶ୍ୱରଙ୍କ ଗୌରବ ନିମନ୍ତେ ଉଦ୍ଦିଷ୍ଟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ। Viz kapitola |