Online Bible

- Reklamy -




୨ କରିନ୍ଥୀୟ 1:22 - ପବିତ୍ର ବାଇବଲ

22 ସେ ଆମ୍ଭଠାରେ ନିଜ ଅଧିକାରର ମୋହର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ଵରୂପେ ଦାନ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

22 ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ସେ ଆମକୁ ପୃଥକ୍ କରିଛନ୍ତି। ଆମ ହୃଦୟରେ ତାଙ୍କ ପବିତ୍ରଆତ୍ମା ହେଉଛନ୍ତି, ଆମ ଉପରେ ଈଶ୍ୱରଙ୍କ ଅଧିକାରର ଚିହ୍ନ ଓ ଭବିଷ୍ୟତରେ ଆମେ ଯାହା ନାଇବୁ, ତାର ପ୍ରତିଭୂ ସ୍ୱରୂପ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।

Viz kapitola kopírovat




୨ କରିନ୍ଥୀୟ 1:22

Následuj nás:

Reklamy


Reklamy