୨ କରିନ୍ଥୀୟ 1:5 - ପବିତ୍ର ବାଇବଲ5 ଖ୍ରୀଷ୍ଟଙ୍କର ଅନେକ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସେହିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନା ଆମ୍ଭକୁ ମିଳେ ତାହାର ସୀମା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କର ସାନ୍ତ୍ଵନା ମଧ୍ୟ ପ୍ରଚୁର। Viz kapitolaଓଡିଆ ବାଇବେଲ5 କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର । Viz kapitolaପବିତ୍ର ବାଇବଲ (CL) NT (BSI)5 ଆମେ ଖ୍ରୀଶ୍ଟଙ୍କ ବହୁ ଦୁଃଖ ଭୋଗରେ ଅଂଶୀଦାର ହୋଇ ଥିବାରୁ ଖ୍ରୀଶ୍ଟଙ୍କ ସାହାୟତାରେ ଈଶ୍ୱରଙ୍କ ମହାସାନ୍ତ୍ୱନାର ମଧ୍ୟ ଅଂଶୀ ହୋଇ ପାରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର। Viz kapitola |