୨ କରିନ୍ଥୀୟ 10:15 - ପବିତ୍ର ବାଇବଲ15 ଆମ୍ଭେ ଅନ୍ୟମାନଙ୍କ ଦ୍ୱାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କେବଳ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ୱାସ ବଢ଼ିବା ସହିତ ଆମ୍ଭ କାମ ବ୍ୟାପକ ଭାବରେ ବଢ଼ିବାରେ ତୁମ୍ଭେମାନେ ସାହାଯ୍ୟ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ଵାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ଵାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ, Viz kapitolaଓଡିଆ ବାଇବେଲ15 ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ, Viz kapitolaପବିତ୍ର ବାଇବଲ (CL) NT (BSI)15 ଈଶ୍ୱର ନିରୂପିତ ଆମ କାର୍ଯ୍ୟକ୍ଷେତ୍ରର ପରିସର ବାହାରେ ଅନ୍ୟମାନଙ୍କ କାର୍ଯ୍ୟର ସୁଯୋଗ ନେଇ ଦର୍ପ କରି ନାହୁଁ। ବରଂ ଆମେ ଆଶା କରୁଛୁ ଯେ, ତୁମ୍ଭେମାନେ ବିଶ୍ୱାସରେ ବୃଦ୍ଧିଲାଭ କରିବା ସଙ୍ଗେ ସଙ୍ଗେ ତୁମ୍ଭମାନଙ୍କ ମଧ୍ୟରେ ଆମର କର୍ମକ୍ଷେତ୍ର ଆହୁରି ପ୍ରସାରିତ ହେବ। କିନ୍ତୁ ଏହା ଈଶ୍ୱର ସ୍ଥିର କରିଥିବା ସୀମା ଲଘଂନ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ, Viz kapitola |