୨ କରିନ୍ଥୀୟ 10:2 - ପବିତ୍ର ବାଇବଲ2 ମୁଁ ତୁମ୍ଭମାନଙ୍କୁ ଅନୁନୟ କରେ ଯେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ସହିତ ଅଛି, ସେତେବେଳେ ସେଭଳି ସାହସିକତା ଦେଖାଇବାକୁ ମୋ’ ଉପରେ ଗ୍ଭପ ପକାଇବ ନାହିଁ। ଯେଉଁମାନେ ଭାବନ୍ତି ଯେ ଆମ୍ଭେ ଜାଗତିକ ଜୀବନଯାପନ କରୁଛୁ ମୁଁ ସେମାନଙ୍କ ପ୍ରତି ସାହସୀ ହେବି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହିପ୍ରକାର ସାହସ ଦେଖାଇବାକୁ ନ ହୁଏ; Viz kapitolaଓଡିଆ ବାଇବେଲ2 ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ; Viz kapitolaପବିତ୍ର ବାଇବଲ (CL) NT (BSI)2 ତୁମ୍ଭମାନଙ୍କ ସହ ସାକ୍ଷାତ ହେଲାବେଳେ ମୋତେ ଯେପରି ରୁକ୍ଷ ବ୍ୟବହାର କରିବାକୁ କରିବାକୁ ନ ପଡ଼େ। କାରଣ ଯେଉଁମାନେ ମନେ କରନ୍ତି ଯେ, ଆମେ ଜାଗତିକ ରୀତିନୀତି ଅନୁସାରେ ଚାଲୁ, ସେମାନଙ୍କ ବିରୁଦ୍ଧରେ ଦୃଢ଼ ପଦକ୍ଷେପ ନେବାର ଯଥେଷ୍ଟ ସାହାସ ମୋର ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ; Viz kapitola |