୨ କରିନ୍ଥୀୟ 11:11 - ପବିତ୍ର ବାଇବଲ11 ମୁଁ କାହିଁକି ତୁମ୍ଭମାନଙ୍କ ପାଇଁ ବୋଝ ହେଉ ନାହିଁ? ଏହା କ’ଣ ଏଥିପାଇଁ ଯେ ମୁଁ ତୁମ୍ଭମାନଙ୍କୁ ଭଲ ପାଏ ନାହିଁ? ନା, ପରମେଶ୍ୱର ଜାଣନ୍ତି ଯେ, ମୁଁ ତୁମ୍ଭମାନଙ୍କୁ ଭଲ ପାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ଵର ଜାଣନ୍ତି। Viz kapitolaଓଡିଆ ବାଇବେଲ11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ ? ଈଶ୍ୱର ଜାଣନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)11 ମୁଁ କାହିଁକି ଏପରି କହୁଛି? ମୁଁ କ’ଣ ତୁମ୍ଭମାନଙ୍କୁ ପ୍ରେମ କରେ ନାହିଁ? ଈଶ୍ୱର ଜାଣନ୍ତି, ତୁମ୍ଭମାନଙ୍କୁ ମୁଁ କେତେ ପ୍ରେମ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି। Viz kapitola |