୨ କରିନ୍ଥୀୟ 11:16 - ପବିତ୍ର ବାଇବଲ16 ମୁଁ ପୁନର୍ବାର କହୁଛି, କେହି ମୋତେ ମୂର୍ଖ ବୋଲି ଭାବିବା ଉଚିତ୍ ନୁହେଁ। କିନ୍ତୁ ଯଦି ତୁମ୍ଭେମାନେ ମୋତେ ମୂର୍ଖ ବୋଲି ଭାବ, ତା'ହେଲେ ମୂର୍ଖକୁ ଗ୍ରହଣ କଲାଭଳି ମୋତେ ଗ୍ରହଣ କର। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ। Viz kapitolaଓଡିଆ ବାଇବେଲ16 ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର,ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ । Viz kapitolaପବିତ୍ର ବାଇବଲ (CL) NT (BSI)16 ମୁଁ ପୁନର୍ବାର କହୁଛି, କେହି ଯେପରି ମୋତେ ନିର୍ବୋଧ ବୋଲି ମନେ ନ କରେ। ଯଦି ସେପରି ମନେକର, ତେବେ ମୋତେ ନିର୍ବୋଧ ଭାବରେ ଗ୍ରହଣ କର, ତା’ହେଲେ ମୁଁ ଦର୍ପ କରିବାକୁ ସାମାନ୍ୟ ସୁଯୋଗ ପାଇବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରିପାରେ। Viz kapitola |