୨ କରିନ୍ଥୀୟ 11:4 - ପବିତ୍ର ବାଇବଲ4 କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଗ୍ଭର କରିଛୁ, ତାହାଠାରୁ ଭିନ୍ନ କଥା କେହି ଯୀଶୁଙ୍କର ବିଷୟରେ ପ୍ରଗ୍ଭର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ରଆତ୍ମା ବା ସୁସମାଗ୍ଭର ବିଷୟରେ ତୁମ୍ଭେମାନେ ଶୁଣିଛ, ତା'ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଗ୍ଭର ବିଷୟରେ ଯେତେବେଳେ ସେମାନେ କୁହନ୍ତି, ସେତେବେଳେ ତୁମ୍ଭେମାନେ ଧୈର୍ଯ୍ୟ ପୂର୍ବକ ସେମାନଙ୍କଠାରୁ ଶୁଣୁଛ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ। Viz kapitolaଓଡିଆ ବାଇବେଲ4 କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ । Viz kapitolaପବିତ୍ର ବାଇବଲ (CL) NT (BSI)4 କାରଣ କେହି ଯଦି ଆସି ଆମେ ପ୍ରଚାର କରିଥିବା ଯୀଶୁଙ୍କୁ ଛାଡ଼ି ଅନ୍ୟ କୌଣସି ଯୀଶୁଙ୍କ କଥା ପ୍ରଚାର କରନ୍ତି କିମ୍ବା କେଉଁ ଆତ୍ମାର କଥା କୁହନ୍ତି ଅଥବା ତୁମ୍ଭେମାନେ ଗ୍ରହଣ କରିଥିବା ସୁସମାଚାର ଛଡ଼ା ଅନ୍ୟ କେଔଣସି ସୁସମାଚାର ପ୍ରଚାର କରନ୍ତି, ତୁମ୍ଭେମାନେ ଅନାୟାସରେ ତାହା ଗ୍ରହଣ କରିଥାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ। Viz kapitola |