୨ କରିନ୍ଥୀୟ 11:5 - ପବିତ୍ର ବାଇବଲ5 ମୁଁ ଭାବୁ ନାହିଁ ଯେ, ସେହି “ମହାନ ପ୍ରେରିତମାନେ” ମୋ'ଠାରୁ କୌଣସି ଗୁଣରେ ଅଧିକ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେ କୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି। Viz kapitolaଓଡିଆ ବାଇବେଲ5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)5 ତୁମ୍ଭମାନଙ୍କର ସେହି ବିଶିଷ୍ଟ ପ୍ରେରିତ ଶିଷ୍ୟମାନଙ୍କଠାରୁ ମୁଁ କୌଣସି ଗୁଣରେ ନିକୃଷ୍ଟ ବୋଲି ଭାବୁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି। Viz kapitola |