୨ କରିନ୍ଥୀୟ 11:7 - ପବିତ୍ର ବାଇବଲ7 ମୁଁ ତୁମ୍ଭମାନଙ୍କୁ ବିନା ମୂଲ୍ୟରେ ପରମେଶ୍ୱରଙ୍କ ସୁସମାଗ୍ଭର ଦେଇଛି। ତୁମ୍ଭମାନଙ୍କୁ ମହତପୂର୍ଣ୍ଣ କରିବା ପାଇଁ ମୁଁ ନମ୍ର ହୋଇ ଯାଇଥିଲି। ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଭୁଲ୍ କରିଥିଲି? Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ଵରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି? Viz kapitolaଓଡିଆ ବାଇବେଲ7 ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥି ନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କ'ଣ ପାପ କଲି ? Viz kapitolaପବିତ୍ର ବାଇବଲ (CL) NT (BSI)7 ଈଶ୍ୱରଙ୍କ ସୁସମାଚାର ପ୍ରଚାର କଲାବେଳେ ମୁଁ ତୁମ୍ଭମାନଙ୍କଠାରୁ ଏହାର ମୂଲ୍ୟ ଦାବୀ କରି ନାହିଁ। ତୁମ୍ଭମାନଙ୍କର ଉନ୍ନତି ପାଇଁ ମୁଁ ନିଜକୁ ଅବନତ କରିଛି। ଏହା କ’ଣ ମୋର ଭୁଲ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି? Viz kapitola |