୨ କରିନ୍ଥୀୟ 12:12 - ପବିତ୍ର ବାଇବଲ12 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ରେରିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି। ମୁଁ ନାନାଦି ଚିହ୍ନ, ଅଦ୍ଭୂତ ଓ ଆଶ୍ଚର୍ଯ୍ୟଜନକ କାମ ଦେଖାଇଥିଲି। ଏ ସବୁ ମୁଁ ଅନେକ ଧୈର୍ଯ୍ୟର ସହିତ କରିଥିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ଵରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି। Viz kapitolaଓଡିଆ ବାଇବେଲ12 ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହି ସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)12 ତୁମ୍ଭମାନଙ୍କ ମଧ୍ୟରେ ଧୈର୍ଯ୍ୟର ସହ ଅନେକ ଅଲୌକିକ କାର୍ଯ୍ୟ ସାଧନ କରି ଅନେକ ଅଦ୍ଭୁତ ବିଷୟ ଦ୍ୱାରା ମୁଁ ଯେ ପ୍ରକୃତରେ ଜଣେ ପ୍ରେରିତ ଶିଷ୍ୟ, ଏହାର ନିଦର୍ଶନ ଦେଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି। Viz kapitola |