୨ କରିନ୍ଥୀୟ 12:15 - ପବିତ୍ର ବାଇବଲ15 ଏଣୁ ମୋ’ ପାଖରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦେବି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ୟ ଦେଇଦେବି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା'ହେଲେ ତୁମ୍ଭେମାନେ କ’ଣ ମୋତେ ସ୍ନେହରେ ଊଣା କରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି? Viz kapitolaଓଡିଆ ବାଇବେଲ15 ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି । ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲିି କ'ଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି ? Viz kapitolaପବିତ୍ର ବାଇବଲ (CL) NT (BSI)15 ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୋର ସର୍ବସ୍ୱ, ଏପରି କି ନିଜକୁ ଆନନ୍ସରେ ଉତ୍ସର୍ଗ କରିଦେବା ନିମନ୍ତେ ମୁଁ ପ୍ରସ୍ତୁତ। ମୁଁ ତୁମ୍ଭମାନଙ୍କୁ ଏତେ ଅଧିକ ପ୍ରେମ କରୁଛି ବୋଲି ତୁମ୍ଭେମାନେ ଏତେ ଅଧିକ ପେମ କରୁଛି ବୋଲି ତୁମ୍ଭେମାନେ କ’ଣ ମୋତେ ଏତେ ଅଳ୍ପ ପ୍ରେମ କରିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି? Viz kapitola |