୨ କରିନ୍ଥୀୟ 13:1 - ପବିତ୍ର ବାଇବଲ1 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେରଖ: “ପ୍ରତ୍ୟେକ ଅଭିଯୋଗ ପାଇଁ ଦୁଇ ବା ତିନି ଜଣ ସାକ୍ଷୀ ଦେବା ଦରକାର ଯେ ସେମାନେ ତାହାର ସତ୍ୟତା ବିଷୟରେ ଜାଣିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।” Viz kapitolaଓଡିଆ ବାଇବେଲ1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି । "ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।'' Viz kapitolaପବିତ୍ର ବାଇବଲ (CL) NT (BSI)1 ଏଥରକୁ ମିଶାଇ ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଛି। ଧର୍ମଶାସ୍ତ୍ର ଅନୁସାରେ, ଦୁଇ ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣ ଦ୍ୱାରା ପ୍ରତ୍ୟେକଟି ଅଭିଯୋଗ ନିଷ୍ଠିତ୍ତି ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।” Viz kapitola |