Online Bible

- Reklamy -




୨ କରିନ୍ଥୀୟ 13:10 - ପବିତ୍ର ବାଇବଲ

10 ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତେବେଳେ ମୁଁ ଆସେ, ସେତେବେଳେ ଦଣ୍ଡ ଦେବା ପାଇଁ ମୋତେ ମୋ’ ଶକ୍ତିର ବ୍ୟବହାର କରିବାକୁ ନ ପଡ଼ୁ। ପରମେଶ୍ୱର ମୋତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏଥିନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହିସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ।

Viz kapitola kopírovat

ଓଡିଆ ବାଇବେଲ

10 ଏଥି ନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହି ସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ସେଥିପାଇଁ ଦୂରରେ ରହି ମୁଁ ତୁମ୍ଭମାନଙ୍କ ନିକଟକୁ ଏ ଚିଠି ଲେଖୁଛି, ଫଳରେ ତୁମ୍ଭମାନଙ୍କ ନିକଟରେ ଉସ୍ଥିତ ହେବା ସମୟରେ ଯେପରି କଠୋର ଭାବରେ ମୋତେ କ୍ଷମତା ପ୍ରୟୋଗ କରିବାକୁ ପଡ଼ିବ ନାହିଁ। କାରଣ ତୁମ୍ଭମାନଙ୍କୁ ଭାଙ୍ଗିବାକୁ ନୁହେଁ, ମାତ୍ର ଗଢ଼ିବାକୁ ପ୍ରଭୁ ମୋତେ କ୍ଷମତା ଦେଇଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହିସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ।

Viz kapitola kopírovat




୨ କରିନ୍ଥୀୟ 13:10

Následuj nás:

Reklamy


Reklamy