୨ କରିନ୍ଥୀୟ 13:12 - ପବିତ୍ର ବାଇବଲ12 ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ସ୍ୱାଗତ ଜଣାଅ। ପରମେଶ୍ୱରଙ୍କ ସମସ୍ତ ଲୋକ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର। ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। Viz kapitolaଓଡିଆ ବାଇବେଲ12 ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର । Viz kapitolaପବିତ୍ର ବାଇବଲ (CL) NT (BSI)12 ପବିତ୍ର ଚୁମ୍ବନରେ ପରସ୍ପରକୁ ଅଭିନନ୍ଦନ ଜଣାଅ। ପୁଣ୍ୟାତ୍ମାମାନେ ତୁମ୍ଭମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। Viz kapitola |