୨ କରିନ୍ଥୀୟ 13:8 - ପବିତ୍ର ବାଇବଲ8 ଆମ୍ଭେ ସତ୍ୟର ବିପରୀତ କୌଣସି କାମ କରିବା ନାହିଁ। ଆମ୍ଭେ କେବଳ ସତ୍ୟ ପାଇଁ କିଛି କରି ପାରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରି ପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରି ପାରୁ। Viz kapitolaଓଡିଆ ବାଇବେଲ8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରି ପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରି ପାରୁ । Viz kapitolaପବିତ୍ର ବାଇବଲ (CL) NT (BSI)8 ସତ୍ୟର ବିରୁଦ୍ଧାଚରଣ କରିବାର କ୍ଷମତା ଆମର ନାହଁ, ଆମେ କେବଳ ସତ୍ୟର ସପକ୍ଷରେ କାର୍ଯ୍ୟ କରିପାରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରିପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରିପାରୁ। Viz kapitola |