୨ କରିନ୍ଥୀୟ 2:13 - ପବିତ୍ର ବାଇବଲ13 ସେଠାରେ ମୋ’ ଭାଇ ତୀତସକୁ ନ ପାଇ ମୁଁ ମୋ’ ମନରେ ଶାନ୍ତି ହରାଇଲି। ସେଥିପାଇଁ ସେମାନଙ୍କଠାରୁ ବିଦାୟ ନେଇ ମୁଁ ମାକିଦନିଆକୁ ଗଲି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି। Viz kapitolaଓଡିଆ ବାଇବେଲ13 ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି । Viz kapitolaପବିତ୍ର ବାଇବଲ (CL) NT (BSI)13 କିନ୍ତୁ ଭାଇ ତୀତସଙ୍କୁ ସେଠାରେ ନ ଦେଖି ମୁଁ ବ୍ୟସ୍ତ ହୋଇ ପଡ଼ିଲି। ତେଣୁ ସେଠାରେ ଲୋକମାନଙ୍କଠାରୁ ବିଦାୟ ନେଇମୁଁ ମାସିଦୋନିଆକୁ ଚାଲିଗଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି। Viz kapitola |