୨ କରିନ୍ଥୀୟ 2:14 - ପବିତ୍ର ବାଇବଲ14 ପରମେଶ୍ୱର ହେଉଛନ୍ତି ଧନ୍ୟ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭ ବିଜୟ ଅଭିଯାନରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ୟମରେ ସେ ପ୍ରତ୍ୟେକ ସ୍ଥାନରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ଵାରା ପ୍ରକାଶ କରୁଅଛନ୍ତି, Viz kapitolaଓଡିଆ ବାଇବେଲ14 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି, Viz kapitolaପବିତ୍ର ବାଇବଲ (CL) NT (BSI)14 ଈଶ୍ୱରଙ୍କର ଧନ୍ୟବାଦ ହେଉ। କାରଣ ସେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଦା ଆମ୍ଭମାନଙ୍କୁ ବିଜୟ ପଥର ଆଗେଇ ନିଅନ୍ତୁ। ପୁଣି ସୁଗନ୍ଧ ଜ୍ଞାନ ଅନ୍ୟମାନଙ୍କୁ ଦେବା ପାଇଁ ଈଶ୍ୱର ଆମକୁ ବ୍ୟବହାର କରିଥାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି, Viz kapitola |