୨ କରିନ୍ଥୀୟ 2:2 - ପବିତ୍ର ବାଇବଲ2 ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖିତ କରେ, ତେବେ କିଏ ମୋତେ ସୁଖୀ କରିବ। କେବଳ ତୁମ୍ଭେମାନେ ମୋତେ ସୁଖ ଦେଇ ପାରିବ ଯେଉଁମାନଙ୍କୁ ମୁଁ ପୂର୍ବରୁ ଦୁଃଖ ଦେଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ? Viz kapitolaଓଡିଆ ବାଇବେଲ2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ ? Viz kapitolaପବିତ୍ର ବାଇବଲ (CL) NT (BSI)2 ତୁମ୍ଭମାନଙ୍କୁ ସୁଃଖ ଦେଲେ, ମୋତେ କିଏ ଆନନ୍ଦ ଦେବ? ତୁମ୍ଭମାନଙ୍କ ବ୍ୟତୀତ ଆଉ ସେପରି କେହି ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ? Viz kapitola |