୨ କରିନ୍ଥୀୟ 3:10 - ପବିତ୍ର ବାଇବଲ10 ପୁରାତନ ସେବାରେ ମହିମା ଥିଲା, କିନ୍ତୁ ଅଧିକ ମହିମାଯୁକ୍ତ ନୂତନ ସେବା ସହିତ ତୁଳନା କଲେ, ସେହି ପ୍ରଥମ ମହିମା କିଛି ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି। Viz kapitolaଓଡିଆ ବାଇବେଲ10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)10 ଆମେ କହିପାରୁ, ଅତୀତରେ ଯାହା ଗୌରବଯୁକ୍ତ ଥିଲା, ଉଜ୍ଜ୍ୱଳତର ଏକ ମହିମାର ଆବିର୍ଭାବ ହେତୁ ଏବେ ତାହା ମଳିନ ପଡ଼ି ଯାଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି। Viz kapitola |