୨ କରିନ୍ଥୀୟ 3:17 - ପବିତ୍ର ବାଇବଲ17 ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠାରେ ପ୍ରଭୁଙ୍କର ଆତ୍ମା ବିଦ୍ୟମାନ, ସେହିଠାରେ ସ୍ୱାଧୀନତା ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ଵାଧୀନତା। Viz kapitolaଓଡିଆ ବାଇବେଲ17 ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କଆତ୍ମା ସେଠାରେ ସ୍ୱାଧୀନତା । Viz kapitolaପବିତ୍ର ବାଇବଲ (CL) NT (BSI)17 ଏହି ଶାସ୍ତ୍ରାଂଶରେ ଉଲ୍ଲିଖିତ “ପ୍ରଭୁ” ହେଉଛନ୍ତି “ଆତ୍ମା”। ଯେଉଁଠି ପ୍ରଭୁଙ୍କ ଆତ୍ମା, ସେଇଠି ଥାଏ ସ୍ୱାଧୀନତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା। Viz kapitola |