୨ କରିନ୍ଥୀୟ 3:4 - ପବିତ୍ର ବାଇବଲ4 ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ, ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ଵାସ ଅଛି। Viz kapitolaଓଡିଆ ବାଇବେଲ4 ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)4 ଖ୍ରୀଷ୍ଟଙ୍କ ଦେଇ ଈଶ୍ୱରଙ୍କ ଉପରେ ଆସ୍ଥା ଥିବାରୁ ଆମେ ଏସବୁ କହୁଛୁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି। Viz kapitola |